fbpx
BJD SKY
BJD SKY

ଖୁସି ଖବର : ରାଜ୍ୟରେ ଆଜି ୩୪୬୪ ଆକ୍ରାନ୍ତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

BJD

ଭୁବନେଶ୍ୱର,୨୫।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୪୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩ ଲକ୍ଷ ୬୨ ହଜାର ୯୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୫୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୫୨୬, ନୂଆପଡ଼ାରୁ ୩୪୦, ଝାରସୁଗୁଡ଼ାରୁ ୨୩୮, କେନ୍ଦୁଝରରୁ ୧୯୯, ସମ୍ବଲପୁରରୁ ୧୫୩, କଟକରୁ ୧୫୨, ବରଗଡ଼ରୁ ୧୪୦, ପୁରୀରୁ ୧୨୮, ନବରଙ୍ଗପୁରରୁ ୯୭ ଓ ବଲାଙ୍ଗୀରରୁ ୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.