ଭୁବନେଶ୍ୱର, (ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଲକଡାଉନ୍, ସଟଡାଉନ୍ ଓ କର୍ଫ୍ୟୁ ଆଦି କଟକଣା ସହ ଜନସାଧାରଣଙ୍କ କୋଭିଡ୍ ସଚେତନତା ପାଇଁ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ଆଗାମୀ ଦିନରେ ସଂକ୍ରମଣ ଆହୁରି କମିବ ବୋଲି କୁହାଯାଇଛି । ଏହା ମଧ୍ୟରେ ଆଜି ପୁଣି ୩ ହଜାର ୬୫୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୯୮ ଓ ସ୍ଥାନୀୟ ଅଞ୍ଚଳରୁ ୧୫୫୨ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୦ ହଜାର ୫୯୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୫୩ ହଜାର ୦୧୨ ରହିଥିବା ବେଳେ ୩୩ ହଜାର ୭୭୦ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Boudh: 41
7. Cuttack: 485
8. Deogarh: 4
9. Dhenkanal: 110
10. Gajapati: 8
11. Ganjam: 14
12. Jagatsinghpur: 138
13. Jajpur: 332
14. Jharsuguda: 8
15. Kalahandi: 23
16. Kandhamal: 26
17. Kendrapada: 106
18. Keonjhar: 68
19. Khurda: 604
20. Koraput: 104
21. Malkangiri: 67— I & PR Department, Odisha (@IPR_Odisha) June 24, 2021
New recoveries: 4052
Cumulative tested: 13353132
Positive: 890596
Recovered: 853012
Active cases: 33770— I & PR Department, Odisha (@IPR_Odisha) June 24, 2021