ଭୁବନେଶ୍ୱର,୭।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି କଟକରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ଵର, ଜଗତସିଂହପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
Covid-19 Report For 6th December
New Positive Cases : 368
In quarantine: 212
Local contacts: 156(Details of local contacts will be shared by concerned District Administration)
District Wise Cases:
1. Angul: 30
2. Balasore: 16
3. Bargarh: 19
4. Bhadrak: 19
5. Balangir: 18— I & PR Department, Odisha (@IPR_Odisha) December 7, 2020
23. Puri: 18
24. Rayagada: 2
25. Sambalpur: 11
26. Sundargarh: 45
27. State Pool: 10New recoveries: 570
Cumulative tested: 6180992
Positive: 321564
Recovered: 315840
Active cases: 3893— I & PR Department, Odisha (@IPR_Odisha) December 7, 2020