fbpx

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୮୧୦ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୮୧୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୨୮୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୨୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୪,୦୩୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୯୭ ଓ କଟକରୁ ୩୨୨, ଗଞ୍ଜାମରୁ ୧୦୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.