fbpx

ରାଜ୍ୟରେ ୩୮୭ କରୋନା ପଜିଟିଭ

ଭୁବନେଶ୍ୱର, ୧୧ା୧୨ (ଓଡିଶା ଭାସ୍କର): ରାଜ୍ୟରେ ୩୮୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୨୨୦ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭ ଜଣ ରହିଛନ୍ତି । ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ ହଜାର ୨୯କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୧୭ ହଜାର ୮୭୦ ରହିଥିବା ବେଳେ ୩ ହଜାର ୩୦୮ ଜଣ ଏବେ ବି ଚିକିତ୍ସାଧିନ ରହିଥିବା ଜଣାଯାଇଛି ।

Get real time updates directly on you device, subscribe now.