fbpx

ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୩୯୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୧୩ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୧୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୩୪୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୫୬ ଓ କଟକରୁ ୩୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.