fbpx

ରାଜ୍ୟରେ ଆଉ ୩କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୨/୪(ଓଡିଶା ଭାସ୍କର): ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡିଶା ରେ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟିରୁ ସୂଚନା ମିଳିଛି। ୩ ନୂଆ ଆକ୍ରାନ୍ତ ଭଦ୍ରକ ଜିଲ୍ଲାର ବୋଲି ଜଣାପଡିଛି।

 

 

Get real time updates directly on you device, subscribe now.