ଭୁବନେଶ୍ୱର,୨୪।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୨୬୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୭ ହଜାର ୫୪୨ କୁ ବୃଦ୍ଧି ପାଇଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୨୨ ହଜାର ୬୪୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଅନୁଗୁଳରୁ ସର୍ବାଧିକ ୪୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 23rd December
New Positive Cases: 263
In quarantine: 151
Local contacts: 112(Details of local contacts will be shared by concerned District Administration)
District Wise Cases:
1. Angul: 45
2. Balasore: 14
3. Bargarh: 3
4. Bhadrak: 7
5. Balangir: 4— I & PR Department, Odisha (@IPR_Odisha) December 24, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୫୦କୁ ବୃଦ୍ଧି ପାଇଛି । ଭୁବନେଶ୍ୱର, ଖୋର୍ଦ୍ଧା, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
21. Sambalpur: 4
22. Sundargarh: 41
23. State Pool: 3New recoveries: 304
Cumulative tested: 6737322
Positive: 327542
Recovered: 322648
Active cases: 2991— I & PR Department, Odisha (@IPR_Odisha) December 24, 2020