fbpx
BJD SKY
BJD SKY

ରାଜଧାନୀରୁ ଆଉ ୪ଟି ନୂତନ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୦

BJD

ନୂଆଦିଲ୍ଲୀ: ଦେଶରେ କୋଭିଡ୍ ଭାଇରସର ନୂତନ ଭାରିଆଣ୍ଟ୍ ଦ୍ୱାରା ସଂକ୍ରମିତ ହେଉଥିବା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ତେବେ ଆଜି ଜାତୀୟ ରାଜଧାନୀ ଦିଲ୍ଲୀରୁ ଆଉ ୪ଟି ନୂତନ ସଂକ୍ରମିତ ଚିହ୍ନଟ ହୋଇଛି । ଏହାକୁ ମିଶାଇ ଦିଲ୍ଲୀରେ ମୋଟ ସଂକ୍ରମିତଙ୍କ ୧୦ରେ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୯ ଜଣ ଆକ୍ରାନ୍ତ ଦିଲ୍ଲୀର ଏଲଏନଜେପି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

Get real time updates directly on you device, subscribe now.