fbpx

ଇଟାଭାଟିରେ ଚାଲିଗଲା ୪ ଜଣଙ୍କ ଜୀବନ, ମୃତକଙ୍କ ମଧ୍ୟରେ ଜଣେ ୭ ବର୍ଷର ଶିଶୁ

ଓଡ଼ିଶା ଭାସ୍କର: ଢ଼େଙ୍କାନାଳ କଣ୍ଟାବଣିଆ ଥାନା କମଳାଙ୍ଗ ନିକଟ ଇଟାଭାଟିରେ ଅଘଟଣ । ଇଟାଭାଟିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତଙ୍କ ମଧ୍ୟରେ ଜଣେ ୭ ବର୍ଷର ଶିଶୁ ମଧ୍ୟ ସାମିଲ ଅଛି । ତେବେ ଶ୍ୱାସରୁଦ୍ଧ ହୋଇ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ପୋଲିସ ପହଂଚି ଛାନ୍ଭିନ୍ ଜାରି ରଖିଛି । ତେବେ ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ କରାଯାଉଥିବା ଜଣାପଡ଼ିଛି ।

Get real time updates directly on you device, subscribe now.