fbpx
BJD SKY
BJD SKY

୨୪ ଘଣ୍ଟାରେ କରୋନାରେ ୪୦୨ ମୃତ

BJD

ନୂଆଦିଲ୍ଲୀ, ୯ା୧୨: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୨ ଜଣ ମୃତ୍ୟୁବରଣ କରିଥିବା ବେଳେ ୩୨ ହଜାର ୮୦ ଜଣ ଆକ୍ରାନ୍ତ ହୋଇଛନ୍ତି । ତେବେ କରୋନା ମୃତ୍ୟୁସଂଖ୍ୟା ୧ ଲକ୍ଷ ୪୧ ହଜାର ୩୬୦ରେ ପହଞ୍ଚିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୩୫ ହଜାର ୮୫୦ରେ ପହଞ୍ଚିଛି । ସୁସ୍ଥ ସଂଖ୍ୟା ୯୨ ଲକ୍ଷ ୧୫ ହଜାର ୫୮୧ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୮ ହଜାର ୯୦୯ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.