fbpx

ଗୋଟିଏ ଦିନରେ ଭୁବନେଶ୍ୱରରୁ ୪୦୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର, ୩୧ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଏହାସହ ଆଜି ୨୭୩ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୦,୪୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୩୪ ଜଣ ସୁସ୍ଥ ହୋଇଛନ୍ତି ଓ ୪୨ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୪୦୩୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.