fbpx
BSKY
BJD YOUTH SKY
BJD MS SKY

ରାଜ୍ୟରେ ଆଉ ୪୦୫ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୨।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୧୮,୬୮୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.