fbpx

ରାଜ୍ୟରେ ଆଉ ୪୦୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

Advertisement

ଭୁବନେଶ୍ୱର,୧୧।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩,୧୮,୨୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

 

 

Get real time updates directly on you device, subscribe now.