ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୪୧୮୯ ପଜିଟିଭ ଚିହ୍ନଟ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

0 792

ଭୁବନେଶ୍ୱର,୨୨ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୧୮୯ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୮,୩୧୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୧୨ ଓ କଟକରୁ ୫୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.