fbpx

ବଡ ଖବର: ପୁଣି ରାଜ୍ୟରୁ ୪୨୪୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧ ।୯(ଓଡିଶା ଭାସ୍କର): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଓ କଟକରୁ ୫୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.