ବଡ ଖବର: ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୭୦ ପଜିଟିଭ୍ ଚିହ୍ନଟ

0 832

ଭୁବନେଶ୍ୱର,୧୬ ।୯(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଆଜି ରାଜ୍ୟର ୩୦ ଜିଲ୍ଲାରୁ ୪୨୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୯୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଓ କଟକରୁ ୩୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.