ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୪୩୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୮୬୪ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 54
7. Cuttack: 480
8. Deogarh: 26
9. Dhenkanal: 144
10. Gajapati: 36
11. Ganjam: 29
12. Jagatsinghpur: 143
13. Jajpur: 207
14. Jharsuguda: 13
15. Kalahandi: 62
16. Kandhamal: 62
17. Kendrapada: 181
18. Keonjhar: 92
19. Khurda: 700
20. Koraput: 65
21. Malkangiri: 50— I & PR Department, Odisha (@IPR_Odisha) June 14, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୫୬ ହଜାର ୧୨୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୯୬ ହଜାର ୭୯୯ ରହିଥିବା ବେଳେ ୫୫ ହଜାର ୯୨୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 7733
Cumulative tested: 12720932
Positive: 856121
Recovered: 796799
Active cases: 55923— I & PR Department, Odisha (@IPR_Odisha) June 14, 2021