fbpx

ଖୁସି ଖବର: ରାଜ୍ୟରେ ଆଜି ୪୩୮୮ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୫ ।୯(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୬୫,୪୩୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ ୪୯୬, ପୁରୀରୁ ୧୮୩, ନୂଆପଡାରୁ ୧୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.