fbpx
BJD
BJD SKY
BJD SKY

ଭୁବନେଶ୍ୱରରୁ ଆଜି ୪୩୯ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

BJD

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମି ଆସୁଥିବା ବେଳେ ଭୁବନେଶ୍ୱରରୁ ଆଜି ୪୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୩୫୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୮୧ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୮୩ ହଜାର ୬୦୯ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୭୮ ହଜାର ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୫,୦୮୮ ଜଣ ଚିକିତ୍ସିତ ହେଉଥିବା ବେଳେ ୩୭୭ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.