ଭୁବନେଶ୍ୱର,୩।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ପୁଣି ୪୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ପରେ ଲାଗୁଛି ଓଡିଶାକୁ ପୁଣି ଫେରିପାରେ ଲକଡାଉନ ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୩୦ ରହିଥିବା ବେଳେ ୨୮୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 2nd April
New Positive Cases: 452
In quarantine: 267
Local contacts: 185(Details of local contacts will be shared by concerned District Administration)
District Wise Cases:
1. Angul: 12
2. Balasore: 5
3. Bargarh: 19
4. Bhadrak: 4
5. Balangir: 15— I & PR Department, Odisha (@IPR_Odisha) April 3, 2021
22. Nawarangpur: 8
23. Nayagarh: 1
24. Nuapada: 71
25. Puri: 11
26. Rayagada: 5
27. Sambalpur: 10
28. Sundargarh: 75
29. State Pool: 16New recoveries: 218
Cumulative tested: 9130648
Positive: 342224
Recovered: 337430
Active cases: 2820— I & PR Department, Odisha (@IPR_Odisha) April 3, 2021