ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 4th October
New Positive Cases: 453
Of which 0-18 years: 53
In quarantine: 265
Local contacts: 188(Details of local contacts will be shared by concerned Dist Administration)
District Wise Cases:
1. Angul: 1
2. Balasore: 17
3. Bargarh: 1
4. Bhadrak: 4— I & PR Department, Odisha (@IPR_Odisha) October 5, 2021
ଆଜି ୪୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୬୫ ଓ ସ୍ଥାନୀୟ ଅଞ୍ଚଳରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୬୦୮ ରହିଥିବା ବେଳେ ୪ ହଜାର ୯୩୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Sambalpur: 18
23. Sundargarh: 6
24. State Pool: 45New recoveries: 590
Cumulative tested: 20295168
Positive: 1028819
Recovered: 1015608
Active cases: 4935— I & PR Department, Odisha (@IPR_Odisha) October 5, 2021