ଭୁବନେଶ୍ୱର,୨।୧୨(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୮୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୯,୫୮୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
Covid-19 Report For 1st December
New Positive Cases: 480
In quarantine: 276
Local contacts: 204(Details of local contacts will be shared by concerned District Administration)
District Wise Cases:
1. Angul: 41
2. Balasore: 19
3. Bargarh: 30
4. Bhadrak: 2
5. Balangir: 7— I & PR Department, Odisha (@IPR_Odisha) December 2, 2020
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, ଝାରସୁଗୁଡା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
22. Nawarangpur: 6
23. Nayagarh: 4
24. Nuapada: 14
25. Puri: 31
26. Rayagada: 3
27. Sambalpur: 14
28. Sundargarh: 31
29. State Pool: 11New recoveries: 669
Cumulative tested: 5977970
Positive: 319583
Recovered: 312734
Active cases: 5046— I & PR Department, Odisha (@IPR_Odisha) December 2, 2020