fbpx
BSKY
BJD MC SKY
BJD YOUTH SKY

୨୪ଘଣ୍ଟାରେ ୪୮,୫୧୩ ନୂଆ ଆକ୍ରାନ୍ତ ଚିହ୍ନଟ ଓ ୭୬୮ ମୃତ

ନୂଆଦିଲ୍ଲୀ, ୨୯ା୭: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୪୮,୫୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୬୮ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୧,୬୬୯ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୩୪,୧୯୩ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୯,୮୮,୦୨୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫,୦୯,୪୪୭ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.