ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୪୮୫୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୬୫ ଓ ସ୍ଥାନୀୟ ଅଞ୍ଚଳରୁ ୨୦୮୭ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 57
7. Cuttack: 505
8. Deogarh: 20
9. Dhenkanal: 150
10. Gajapati: 48
11. Ganjam: 40
12. Jagatsinghpur: 180
13. Jajpur: 382
14. Jharsuguda: 16
15. Kalahandi: 60
16. Kandhamal: 83
17. Kendrapada: 287
18. Keonjhar: 96
19. Khurda: 649
20. Koraput: 88
21. Malkangiri: 89— I & PR Department, Odisha (@IPR_Odisha) June 12, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୭ ହଜାର ୩୧୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୮୧ ହଜାର ୪୮୮ ରହିଥିବା ବେଳେ ୬୨ ହଜାର ୫୧୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 8516
Cumulative tested: 12590363
Positive: 847313
Recovered: 781488
Active cases: 62515— I & PR Department, Odisha (@IPR_Odisha) June 12, 2021