fbpx

ରାଜ୍ୟରେ ଆଉ ୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫।୫ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪୮ କରୋନା ପଜିଟିଭ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଲା ।  ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ – ୧୨, ବାଲେଶ୍ୱର – ୧୨, ପୁରୀ – ୧୦, ଯାଜପୁର – ୨, ଭଦ୍ରକ – ୬, ନୟାଗଡ – ୩, ସୁନ୍ଦରଗଡ – ୧, କଟକ – ୧, ଦେବଗଡ ରେ୧ ଚିହ୍ନଟ ହୋଇଛନ୍ତି।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୫୮ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ କରୋନାରେ ୫୧୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛ

Get real time updates directly on you device, subscribe now.