fbpx

କେନ୍ଦୁଝରରୁ ୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦୁଝର, ୮ା୭ (ଓଡ଼ିଶା ଭାସ୍କର): କେନ୍ଦୁଝର ଜିଲ୍ଲାରୁ ବୁଧବାର ୪୯ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪ଜଣ ବଡ଼ବିଲ ଅଞ୍ଚଳର ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରକାଶଯୋଗ୍ୟ, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଚାରିଆଡ଼େ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ଏବେ ଚିନ୍ତାର କାରଣ ପାଲଟିଲାଣି ।

Get real time updates directly on you device, subscribe now.