fbpx
BJD SKY
BJD SKY

ଭୁବନେଶ୍ୱରରେ କରୋନା ମାଡ: ଆଜି ପୁଣି ୪୯ ଚିହ୍ନଟ

BJD

ଭୁବନେଶ୍ୱର, ୨୦ ।୭(ଓଡିଶା ଭାସ୍କର): ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି, ଯେଉଁଥରୁ ବାଦ୍ ପଡିନି ଭୁବନେଶ୍ୱର । ଆଜି ପୁଣି ରାଜଧାନୀରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ରାଜଧାନୀରେ ୫୩ ଜଣ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୩୧କୁ ବୃଦ୍ଧି ପାଇଛି । ୫୭୬ ଜଣ ସୁସ୍ଥ ହୋଇଥିବା ବେଳେ ୬୪୨ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ୧୧ ଜଣଙ୍କର ମୃତ୍ୟୁ ଘଟିଛି । ଏନେଇ ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.