fbpx

ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୦ତମ ସମାବର୍ତ୍ତନ ଉତ୍ସବ, ୪୯ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ

ସମ୍ବଲପୁର,୨୯ା୧୧(ଓଡ଼ିଶା ଭାସ୍କର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ୩୦ତମ ସମାବର୍ତ୍ତନ ଉତ୍ସବ ପାଳନ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ପ୍ରମୋଦ ମିଶ୍ର ମୁଖ୍ୟ ଅତିଥି ଭାବେ ସେହି ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ । ତାଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ଉପସ୍ଥିତ ରହିଥିଲେ । ସେଠାରେ ୪୯ଜଣ ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ ପ୍ରଦାନ କରାଯାଇଛି । ସେହିପରି ୮୭ଜଣ ଛାତ୍ରଛାତ୍ରୀଙ୍କୁ ପିଏଚଡ଼ି ଡିଗ୍ରୀ ମଧ୍ୟ ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.