ଭୁବନେଶ୍ୱର, ୯ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୪ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ବିଭାଗ ନିଜ ୱେବସାଇଟ ରେ ସୂଚନା ଦେଇଛି । ବର୍ତ୍ତମାନ ରାଜ୍ୟ ରେ ୪୫ ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି। ଆଜି ୪୦୮ ନମୁନା ପରୀକ୍ଷା ହୋଇଥିବା ବେଳେ ୬ ପଜିଟିଭି କେସ ସାମ୍ନାକୁ ଆସିଛି ।
#Covid19 Case #Odisha
9th April, 2020Total 6 new Cases on 9th April, 2020
Total Positive Cases so far: 48 pic.twitter.com/POhTdshaGP— I & PR Department, Odisha (@IPR_Odisha) April 9, 2020