fbpx

ରାଜ୍ୟରେ ଆଉ ୫ କରୋନା ରୋଗୀ ଚିହ୍ନଟ,ଆକ୍ରାନ୍ତଙ୍କ ସଂଖ୍ୟା ୧୫୪

ଭୁବନେଶ୍ୱର:୨ ।୫(ଓଡିଶା ଭାସ୍କର):ରାଜ୍ୟରେ ଆଉ ୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପଂହଚିଛି । ଏହି ୫ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର । ଏହା ସହ ଯାଜପୁର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପଂହଚିଛି ।

Get real time updates directly on you device, subscribe now.