fbpx

ରାଜ୍ୟର ୩୦ ଜିଲ୍ଲାରୁ ଆଜି ୫୧୮କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର,29/11(ଓଡିଶା ଭାସ୍କର): ରାଜ୍ୟରେ ଆଜି  ୩୦ ଜିଲ୍ଲାରୁ ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।କରୋନାଭାଇରସ୍ କାରଣରୁ ମୃତ୍ୟୁ ସଂଖ୍ୟା 4 କୁ ହ୍ରାସ ପାଇଛି |

 

Get real time updates directly on you device, subscribe now.