ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି । ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା । ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି । ଏହା ମଧ୍ୟରେ ଆଜି ପୁଣି ୫୨୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୫୭ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭୮ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 83
7. Cuttack: 557
8. Deogarh: 14
9. Dhenkanal: 137
10. Gajapati: 23
11. Ganjam: 77
12. Jagatsinghpur: 148
13. Jajpur: 394
14. Jharsuguda: 27
15. Kalahandi: 48
16. Kandhamal: 37
17. Kendrapada: 237
18. Keonjhar: 115
19. Khurda: 726
20. Koraput: 127
21. Malkangiri: 58— I & PR Department, Odisha (@IPR_Odisha) June 11, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୪୨ ହଜାର ୪୬୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ ଲକ୍ଷ ୭୨ ହଜାର ୯୭୨ ରହିଥିବା ବେଳେ ୬୬ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୨୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 8299
Cumulative tested: 12523241
Positive: 842461
Recovered: 772972
Active cases: 66226— I & PR Department, Odisha (@IPR_Odisha) June 11, 2021