ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 11th October
New Positive Cases: 529
Of which 0-18 years: 62
In quarantine: 308
Local contacts: 221(Details of local contacts will be shared by concerned Dist Administration)
1. Angul: 3
2. Balasore: 20
3. Bargarh: 1
4. Bhadrak: 3
5. Balangir: 1— I & PR Department, Odisha (@IPR_Odisha) October 12, 2021
ଆଜି ୫୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୬୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୯ ହଜାର ୨୧୮ ରହିଥିବା ବେଳେ ୫ ହଜାର ୧୪୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sambalpur: 11
24. Sundargarh: 10
25. State Pool: 63New recoveries: 469
Cumulative tested: 20765245
Positive: 1032673
Recovered: 1019218
Active cases: 5141— I & PR Department, Odisha (@IPR_Odisha) October 12, 2021