fbpx

ରାଜ୍ୟରେ ଆଉ ୫୪ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୬।୩(ଓଡିଶା ଭାସ୍କର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫ ଟି ଜିଲ୍ଲାରୁ ୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୨ ଓ ସ୍ଥାନୀୟ ଅଞ୍ଚଳରୁ ୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୬୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୦୨ ରହିଥିବା ବେଳେ ୮୦୨ ଜଣ ଚିକିତ୍ସିତ ହେଉଛନ୍ତି । ଆଜି ସମ୍ବଲପୁରରୁ ସର୍ବାଧିକ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Get real time updates directly on you device, subscribe now.