fbpx

ଗଣଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: ୫୬ ହଜାର ଶିକ୍ଷକଙ୍କୁ ମିଳିବ ପଦୋନ୍ନତି

ଭୁବନେଶ୍ୱର,୧୦ ।୮(ଓଡିଶା ଭାସ୍କର): ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ରାଜ୍ୟର ୫୬ ହଜାର ଶିକ୍ଷକଙ୍କୁ ମିଳିବ ପଦୋନ୍ନତି । ଅଗଷ୍ଟ ସୁଦ୍ଧା ଶିକ୍ଷକଙ୍କ ପଦୋନ୍ନତି ନେଇ ବ୍ୟବସ୍ଥା ହେବ ବୋଲି ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.