fbpx

ଗଞ୍ଜାମ ଜିଲ୍ଲାରେ ଆଉ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗଞ୍ଜାମ, ୧୮/୬(ଓଡ଼ିଶା ଭାସ୍କର): ଗଞ୍ଜାମ ଜିଲ୍ଲାରେ ଆଉ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୬ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ରହିଛନ୍ତି । ଟ୍ବିଟ୍‌ କରି ଏନେଇ ସୂଚନା ଦେଇଛନ୍ତିି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।

Get real time updates directly on you device, subscribe now.