ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 25th September
New Positive Cases: 585
Of which 0-18 years: 96
In quarantine: 342
Local contacts: 243(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 38
3. Bargarh: 2— I & PR Department, Odisha (@IPR_Odisha) September 26, 2021
ଆଜି ୫୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୪୨ ଓ ସ୍ଥାନୀୟ ଅଞ୍ଚଳରୁ ୨୪୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୧୮୩ ରହିଥିବା ବେଳେ ୫ ହଜାର ୯୦୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
21. Nayagarh: 4
22. Nuapada: 1
23. Puri: 22
24. Rayagada: 2
25. Sambalpur: 19
26. Sonepur: 1
27. Sundargarh: 13
28. State Pool: 47New recoveries: 601
Cumulative tested: 19726507
Positive: 1024320
Recovered: 1010183
Active cases: 5909— I & PR Department, Odisha (@IPR_Odisha) September 26, 2021