fbpx

ରାଜ୍ୟରେ ଆଉ ୫କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫/୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୯୯କୁ ବୃଦ୍ଧି ପାଇଛି। ସମସ୍ତ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡିଛି। ୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ଯାଜପୁର ସ୍ଥିତ ଦାସରଥପୁର ବ୍ଲକ  କଟିକଟା ପଂଚାୟତ କଟିକଟା ଗ୍ରାମର ।  ଅନ୍ୟ ଜଣେ ଦଶରଥପୁର ବ୍ଲକର ମଲ୍ଲିକାପୁର ପଂଚାୟତର।ଏନେଇ ଯାଜପୁର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ଏବେ ୬୪ରେ ରହିଛି ।

Get real time updates directly on you device, subscribe now.