fbpx

ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡା, ୨୨/୫(ଓଡ଼ିଶା ଭାସ୍କର): ଝାରସୁଗୁଡ଼ା ମଙ୍ଗଳବଜାରର ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।  ଏନେଇ ସୂଚନା ଦେଇଛନ୍ତିି ଜିଲ୍ଲାପାଳ ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩୬ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟ ଘଟିଛି । ଏବେ ରାଜ୍ୟରେ ୭୪୭ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.