fbpx

ବାଳ ସୁଧାର ଗୃହରୁ ୬ ନାବାଳକ ଚମ୍ପଟ

ବ୍ରହ୍ମପୁର(ଓଡ଼ିଶା ଭାସ୍କର): ବ୍ରହ୍ମପୁର ବାଳ ସୁଧାର ଗୃହରୁ ୬ ନାବାଳକ ଚମ୍ପଟ ମାରିଥିବା ଘଟଣା ସାମ୍ନାକୁ ଆସିଛି । ସୁଧାର ଗୃହର ଝରକା ରେଲିଂ ତାଡ଼ି ଭୋର ୪ଟାରୁ ଚମ୍ପଟ ମାରିଥିବା ଜଣାପଡିଛି । ନାବାଳକ ଚମ୍ପଟ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି । କଟକଣା ମଧ୍ୟରେ ନାବାଳକ ମାନେ କିପରି ରେଲିଂ ତାଡି ଗଲେ ବୋଲି ସର୍ବସାଧାରଣରେ ପ୍ରଶ୍ନ ଉଠୁଛୁ ।

Get real time updates directly on you device, subscribe now.