ଭୁବନେଶ୍ୱର,(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୨୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୭ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ଜଣ ଚିହ୍ନଟ ହେବା ସହ ୯୬ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୮ ହଜାର ୯୨୬ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ୫ ହଜାର ୯୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 16th September
New Positive Cases: 628
Of which 0-18 years: 96
In quarantine: 367
Local contacts: 261(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 22
3. Bargarh: 7
4. Bhadrak: 7— I & PR Department, Odisha (@IPR_Odisha) September 17, 2021
22. Sambalpur: 8
23. Sundargarh: 23
24. State Pool: 66New recoveries: 681
Cumulative tested: 19128253
Positive: 1018926
Recovered: 1004845
Active cases: 5906— I & PR Department, Odisha (@IPR_Odisha) September 17, 2021