fbpx

ରାଜ୍ୟରେ ଆଜି ୬୪୨ ସଂକ୍ରମିତ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୪।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୬୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୭୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୫,୨୭୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି କେନ୍ଦୁଝରରୁ ସର୍ବାଧିକ ୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.