fbpx

ଓଡ଼ିଶା ସରକାରଙ୍କ ପକ୍ଷରୁ ବାହାରିଲା ୬୫୯ଟି ପଦବୀ: ପଢ଼ନ୍ତୁ ନୋଟିଫିକେସନ ଡିଟେଲ୍ସ

ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ବଡ଼ ଖୁସି ଖବର । ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ପକ୍ଷରୁ ଅନେକ ପଦବୀ ପାଇଁ ଚାକିରି ବାହାରିଛି । ପ୍ରାର୍ଥୀଙ୍କୁ ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ, ଅତିରିକ୍ତ ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ ପଦବୀରେ ନିଯୁକ୍ତି ମିଳିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କୁ ଯାଇ ସବିଶେଷ ତଥ୍ୟ ପାଇପାରିବେ ।

ଡିସେମ୍ବର ମାସ ୩୦ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ମାସ ୩୦ ତାରିଖରେ ସମାପ୍ତ ହେବ । ପ୍ରାର୍ଥୀଙ୍କର ବୟସ ୨୦୨୨ ମସିହା ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ସର୍ବନିମ୍ନ ୨୧ ଓ ସର୍ବାଧିକ ୩୮ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋଳହ ନିୟମ ଅନୁସାରେ ଧାର୍ଯ୍ୟ କରାଯିବ । ପ୍ରାର୍ଥୀ ଭେଟେରିନାରୀ ସାଇନ୍ସ ଆଣ୍ଡ ଆନିମାଲ ହଜବ୍ୟାଣ୍ଡ୍ରି ବି.ଭି.ଏସସି ଆଣ୍ଡ ଏ.ଏଚରେ ଡିଗ୍ରୀ ପାସ୍ କରିଥିବା ଦରକାର ।

ଅନଲାଇନ୍ ଆବେଦନ ଲିଙ୍କ: Available on 30.12.2022

ନୋଟିଫିକେସନ ଲିଙ୍କ: https://img.freejobalert.com/uploads/2022/12/Notification-OPSC-Veterinary-Assistant-Surgeon-Vacancy.pdf

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.opsc.gov.in/Public/OPSC/Default.aspx

Get real time updates directly on you device, subscribe now.