fbpx
BSKY
BJD SHG SKY
BJD MC SKY

ଭୁବନେଶ୍ୱରରୁ ଆଜି ୬୮ ପଜିଟିଭ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର,୫।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୫୨୨ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୫୨୨ ପଜିଟିଭ ମଧ୍ୟରୁ ୧୭୫ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୮ ହଜାର ୩୯୫ ଜଣ ସୁସ୍ଥ ଓ ୯୩୧ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.