fbpx
BJD SKY
BJD SKY

ଭୁବନେଶ୍ୱରରୁ ଆଜି ୬୯ ପଜିଟିଭ ଚିହ୍ନଟ, ଜାଣନ୍ତୁ ସୁସ୍ଥ କେତେ ?

BJD

ଭୁବନେଶ୍ୱର,୧୨।୧୧(ଓଡିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୬ ସ୍ଥାନୀୟ ଅଞ୍ଚଳରୁ ୫୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୭୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୯୬୫ କୁ ବୃଦ୍ଧି ପାଇଛି ।

ମୋଟ ୨୯ ହଜାର ୯୬୫ ପଜିଟିଭ ମଧ୍ୟରୁ ୧୮୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୯ ହଜାର ୯୬୫ ଜଣ ସୁସ୍ଥ ଓ ୭୫୫ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.