fbpx

ଭୁବନେଶ୍ୱରରେ କରେନା ଜଗିବେ ୬ ଆଇଏଏସ

Advertisement

ଭୁବନେଶ୍ୱର,୧୫ ।୪(ଓଡିଶା ଭାସ୍କର): ଭୁବନେଶ୍ୱରରେ କରୋନା ମୁକାବିଲା ଲାଗି ସରକାରଙ୍କ ବଡ଼ ପଦକ୍ଷେପ । ରାଜଧାନୀକୁ ୩ଟି ଜୋନ୍ରେ ବିଭକ୍ତ କରି ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ।ଭୁବନେଶ୍ୱରକୁ ତିନୋଟି ଜୋନରେ ଭାଗ କରି ୬ ଆଇଏଏସଙ୍କୁ ଦିଆଗଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ,ଅବରୋଧ ଅଂଚଳ ଉପରେ ରଖିବେ ନଜର ।ରଂଜନା ଚୋପ୍ରା ଓ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଉତ୍ତର ଜୋନ୍, ଏସ୍. କେ ଲୋହାନୀ ଓ ଶାଶ୍ୱତ ମିଶ୍ରଙ୍କୁ ଦକ୍ଷିଣପୂର୍ବ ଜୋନ୍, ଅଶୋକ ମୀନା ଓ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଦକ୍ଷିଣପଶ୍ଚିମ ଜୋନର ଦାୟିତ୍ୱ ଦିଆଯାଇଛି ।

Get real time updates directly on you device, subscribe now.