fbpx

ରାଜ୍ୟରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୭୪କୁ ବୃଦ୍ଧି ପାଇଛି । ଆଜି ଗୋଟିଏ ଦିନରେ ଏଯାଏଁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ୬ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣ ଯାଜପୁରର ହୋଇଥିବା ବେଳେ ଜଣେ ସୁନ୍ଦରଗଡ଼ ବିଶ୍ରାର ବୋଲି ଜଣାପଡ଼ିଛି ।

Get real time updates directly on you device, subscribe now.