fbpx

ଓଡ଼ିଶାରେ ଷଷ୍ଠ କରୋନା ରୋଗୀ ଚିହ୍ନଟ

କଟକ, ୩ା୪(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ଏକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛଅକୁ ବୃଦ୍ଧି ପାଇଛି । କଟକର ଏହି କରୋନା ରୋଗୀ ନିକଟରେ ଦିଲ୍ଲୀ ଯାଇଥିବା ନେଇ ସୂଚନା ମିଳିଛି । ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Get real time updates directly on you device, subscribe now.