-
World 113,696,122
WorldConfirmed: 113,696,122Active: 21,926,567Recovered: 89,247,525Death: 2,522,030 -
USA 29,056,463
USAConfirmed: 29,056,463Active: 9,098,433Recovered: 19,437,119Death: 520,911 -
India 11,068,521
IndiaConfirmed: 11,068,521Active: 157,134Recovered: 10,754,497Death: 156,890 -
Brazil 10,393,886
BrazilConfirmed: 10,393,886Active: 818,529Recovered: 9,323,696Death: 251,661 -
Russia 4,223,186
RussiaConfirmed: 4,223,186Active: 354,496Recovered: 3,783,386Death: 85,304 -
UK 4,154,562
UKConfirmed: 4,154,562Active: 1,305,026Recovered: 2,727,466Death: 122,070 -
Italy 2,868,435
ItalyConfirmed: 2,868,435Active: 396,143Recovered: 2,375,318Death: 96,974 -
Turkey 2,674,766
TurkeyConfirmed: 2,674,766Active: 99,905Recovered: 2,546,503Death: 28,358 -
Germany 2,429,789
GermanyConfirmed: 2,429,789Active: 123,933Recovered: 2,235,700Death: 70,156 -
Pakistan 577,482
PakistanConfirmed: 577,482Active: 22,285Recovered: 542,393Death: 12,804 -
China 89,877
ChinaConfirmed: 89,877Active: 244Recovered: 84,997Death: 4,636
ଭୁବନେଶ୍ୱର,୨୭ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି ସମ୍ବଲପୁରରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
Comments are closed.